ଗୀତସଂହିତା 78:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)22 କାରଣ ସେମାନେ ପରମେଶ୍ଵରଙ୍କଠାରେ ବିଶ୍ଵାସ କଲେ ନାହିଁ ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ। Gade chapit laଓଡିଆ ବାଇବେଲ22 କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ। Gade chapit laପବିତ୍ର ବାଇବଲ22 କାରଣ ଲୋକମାନେ ତାଙ୍କ ଉପରେ ଆଶ୍ରିତ ହେଲେ ନାହିଁ। ପରମେଶ୍ୱର ସେମାନଙ୍କୁ ରକ୍ଷା କରିବେ ବୋଲି ସେମାନେ ବିଶ୍ୱାସ କଲେ ନାହିଁ। Gade chapit la |