Biblia Todo Logo
Bib sou entènèt

- Piblisite -




ଗୀତସଂହିତା 78:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା; ସେ ସେମାନଙ୍କ ତୃପ୍ତି ପର୍ଯ୍ୟନ୍ତ ଭକ୍ଷ୍ୟ ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା; ସେ ସେମାନଙ୍କ ତୃପ୍ତି ପର୍ଯ୍ୟନ୍ତ ଭକ୍ଷ୍ୟ ପଠାଇଲେ।

Gade chapit la Kopi

ଓଡିଆ ବାଇବେଲ

25 ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା; ସେ ସେମାନଙ୍କ ତୃପ୍ତି ପର୍ଯ୍ୟନ୍ତ ଭକ୍ଷ୍ୟ ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ

25 ଲୋକମାନେ ପରାକ୍ରମୀଗଣର ଆହାର ଭୋଜନ କଲେ। ପରମେଶ୍ୱର ସେମାନେ ଖାଇ ତୃପ୍ତି ହେବା ପର୍ଯ୍ୟନ୍ତ ସେହିସବୁ ପ୍ରକାର ଖାଦ୍ୟ ଯୋଗାଇଲେ।

Gade chapit la Kopi




ଗୀତସଂହିତା 78:25
5 Referans Kwoze  

ଆଉ ସମସ୍ତେ ଭୋଜନ କରି ପରିତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା, ତାହା ସେମାନେ ଉଠାଇ ସାତ ଟୋକେଇ ଭର୍ତ୍ତି କଲେ।


ପୁଣି, ସମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ।


ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରାନ୍ତ ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।


ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟାକାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃକାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”


ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ ଓ ସ୍ୱର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ।


Swiv nou:

Piblisite


Piblisite