Biblia Todo Logo
Bib sou entènèt

- Piblisite -




ଗୀତସଂହିତା 78:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ବିରକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ଵରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମ ସ୍ଵରୂପଙ୍କୁ ବିରକ୍ତ କଲେ।

Gade chapit la Kopi

ଓଡିଆ ବାଇବେଲ

41 ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ବିରକ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ

41 ସେମାନେ ବାରମ୍ବାର ପରମେଶ୍ୱରଙ୍କୁ ପରୀକ୍ଷା କଲେ। ସେମାନେ ପ୍ରକୃତରେ ଇସ୍ରାଏଲର ପବିତ୍ର ସ୍ୱରୂପଙ୍କୁ ବିରକ୍ତ କଲେ।

Gade chapit la Kopi




ଗୀତସଂହିତା 78:41
11 Referans Kwoze  

ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶ ଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,


ଆମ୍ଭମାନଙ୍କର ପିତୃ-ପୁରୁଷମାନେ ତାହାଙ୍କର ଆଜ୍ଞାବହ ହେବାକୁ ଇଚ୍ଛା ନ କରି ତାହାଙ୍କୁ ଅଗ୍ରାହ୍ୟ କଲେ, ପୁଣି, ଆପଣା ଆପଣା ହୃଦୟରେ ମିସରକୁ ବାହୁଡ଼ିଯାଇ ହାରୋଣଙ୍କୁ କହିଲେ,


ତୁମ୍ଭେମାନେ ମଃସାରେ ଯେପରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ପରୀକ୍ଷା କରିଥିଲ, ସେପରି ତାହାଙ୍କୁ ପରୀକ୍ଷା କରିବ ନାହିଁ।


ଏଥିରେ ସେମାନେ ପରସ୍ପରକୁ କହିଲେ, “ଆସ, ଆମ୍ଭେମାନେ ଜଣକୁ ପ୍ରଧାନ କରି ମିସରକୁ ଫେରିଯାଉ।”


ତୁମ୍ଭେ କାହାକୁ ତିରସ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ!


କାରଣ ଆମ୍ଭମାନଙ୍କ ଢାଲ ସଦାପ୍ରଭୁଙ୍କର ଓ ଆମ୍ଭମାନଙ୍କ ରାଜା ଇସ୍ରାଏଲର ଧର୍ମସ୍ୱରୂପଙ୍କର।


ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।


Swiv nou:

Piblisite


Piblisite