Biblia Todo Logo
Bib sou entènèt

- Piblisite -




ଗୀତସଂହିତା 78:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ସେମାନେ ତାହାଙ୍କର ହସ୍ତ ଓ ଯେଉଁ ଦିନ ସେ ବିପକ୍ଷଠାରୁ ସେମାନଙ୍କୁ ମୁକ୍ତ କଲେ, ସେହି ଦିନ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ସେମାନେ ତାହାଙ୍କର ହସ୍ତ ଓ ଯେଉଁ ଦିନ ସେ ବିପକ୍ଷଠାରୁ ସେମାନଙ୍କୁ ମୁକ୍ତ କଲେ, ସେହି ଦିନ

Gade chapit la Kopi

ଓଡିଆ ବାଇବେଲ

42 ସେମାନେ ତାହାଙ୍କର ହସ୍ତ ଓ ଯେଉଁ ଦିନ ସେ ବିପକ୍ଷଠାରୁ ସେମାନଙ୍କୁ ମୁକ୍ତ କଲେ, ସେହି ଦିନ

Gade chapit la Kopi

ପବିତ୍ର ବାଇବଲ

42 ସେହି ଲୋକମାନେ ପରମେଶ୍ୱରଙ୍କର ଶକ୍ତିକୁ ଭୁଲିଗଲେ। ସେମାନେ ଭୁଲିଗଲେ ଯେ, ପରମେଶ୍ୱର ସେମାନଙ୍କୁ ସେମାନଙ୍କର ଶତ୍ରୁ କବଳରୁ କିପରି ରକ୍ଷା କରିଥିଲେ।

Gade chapit la Kopi




ଗୀତସଂହିତା 78:42
11 Referans Kwoze  

ତୁମ୍ଭେ ଚିହ୍ନ, ଅଦ୍ଭୁତ ଲକ୍ଷଣ, ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ ମହତ ଭୟାନକତ୍ତ୍ୱ ଦ୍ୱାରା ତୁମ୍ଭର ଇସ୍ରାଏଲ ଲୋକଙ୍କୁ ମିସର ଦେଶରୁ ବାହାର କରି ଆଣିଲ;


ଆଉ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ହସ୍ତରୁ ଇସ୍ରାଏଲ-ସନ୍ତାନଗଣକୁ ରକ୍ଷା କରିଥିଲେ ଯେଉଁ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ତାହାଙ୍କୁ ସେମାନେ ସ୍ମରଣ କଲେ ନାହିଁ।


ଆମ୍ଭମାନଙ୍କୁ ରହିବାକୁ ଦିଅ, ‘ଆମ୍ଭେମାନେ ମିସରୀୟମାନଙ୍କର ଦାସ୍ୟକର୍ମ କରିବା, କାରଣ ପ୍ରାନ୍ତରରେ ମରିବା ଅପେକ୍ଷା ମିସରୀୟମାନଙ୍କର ସେବା କରିବା ଆମ୍ଭମାନଙ୍କର ମଙ୍ଗଳ, ଆମ୍ଭେମାନେ କି ମିସରରେ ତୁମ୍ଭଙ୍କୁ ଏହି କଥା କହି ନ ଥିଲୁ?’”


ସେମାନେ ତାହାଙ୍କ କାର୍ଯ୍ୟସକଳ, ସେମାନଙ୍କ ପ୍ରତି ପ୍ରକାଶିତ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାସକଳ ଭୁଲିଗଲେ।


ପୁଣି, ସଦାପ୍ରଭୁଙ୍କ ବ୍ୟବସ୍ଥା ଯେପରି ତୁମ୍ଭ ମୁଖରେ ରହିବ, ଏଥିପାଇଁ ଏହା ଚିହ୍ନ ସ୍ୱରୂପେ ତୁମ୍ଭ ହସ୍ତରେ ଓ ସ୍ମରଣର ଉପାୟ ସ୍ୱରୂପ ତୁମ୍ଭ ଚକ୍ଷୁ ଦ୍ୱୟର ମଧ୍ୟସ୍ଥାନରେ ରହିବ; ଯେହେତୁ ସଦାପ୍ରଭୁ ପରାକ୍ରାନ୍ତ ହସ୍ତ ଦ୍ୱାରା ମିସରଠାରୁ ତୁମ୍ଭଙ୍କୁ ବାହାର କରି ଆଣିଅଛନ୍ତି।


ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍‍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ।


ଯେ ମିସରରେ ବିବିଧ ମହତ କର୍ମ, ହାମ୍‍ ଦେଶରେ ନାନା ଆଶ୍ଚର୍ଯ୍ୟକର୍ମ ଓ ସୂଫ ସାଗର ନିକଟରେ ଭୟଙ୍କର କର୍ମ ସାଧନ କରିଥିଲେ;


Swiv nou:

Piblisite


Piblisite