ଗୀତସଂହିତା 78:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ ଓ ଇସ୍ରାଏଲର ମଧ୍ୟରେ ଏକ ବ୍ୟବସ୍ଥା ନିରୂପଣ କଲେ, ଆପଣା ସନ୍ତାନଗଣକୁ ତାହା ଜଣାଇବା ନିମନ୍ତେ ଆମ୍ଭମାନଙ୍କ ପିତୃଗଣକୁ ଆଜ୍ଞା କଲେ; Gade chapit laପବିତ୍ର ବାଇବଲ (Re-edited) - (BSI)5 କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ ଓ ଇସ୍ରାଏଲର ମଧ୍ୟରେ ଏକ ବ୍ୟବସ୍ଥା ନିରୂପଣ କଲେ, ଆପଣା ସନ୍ତାନଗଣକୁ ତାହା ଜଣାଇବା ନିମନ୍ତେ ଆମ୍ଭମାନଙ୍କ ପିତୃଗଣକୁ ଆଜ୍ଞା କଲେ; Gade chapit laଓଡିଆ ବାଇବେଲ5 କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ ଓ ଇସ୍ରାଏଲର ମଧ୍ୟରେ ଏକ ବ୍ୟବସ୍ଥା ନିରୂପଣ କଲେ, ଆପଣା ସନ୍ତାନଗଣକୁ ତାହା ଜଣାଇବା ନିମନ୍ତେ ଆମ୍ଭମାନଙ୍କ ପିତୃଗଣକୁ ଆଜ୍ଞା କଲେ; Gade chapit laପବିତ୍ର ବାଇବଲ5 ସଦାପ୍ରଭୁ ଯାକୁବ ସହିତ ଏକ ଚୁକ୍ତି କଲେ। ପରମେଶ୍ୱର ଇସ୍ରାଏଲକୁ ବ୍ୟବସ୍ଥା ପ୍ରଦାନ କଲେ। ପରମେଶ୍ୱର ଆମ୍ଭର ପୂର୍ବପୁରୁଷମାନଙ୍କୁ ଆଜ୍ଞା ଦେଲେ, ସେମାନଙ୍କର ଉତ୍ତରାଧିକାରୀମାନଙ୍କୁ ଏହି ଶିକ୍ଷା ଦେବା ସମ୍ବନ୍ଧେ। Gade chapit la |