Biblia Todo Logo
Bib sou entènèt

- Piblisite -




ଗୀତସଂହିତା 78:51 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ, ହାମ୍‍ର ତମ୍ବୁରେ ସେମାନଙ୍କ ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ, ହାମ୍ର ତମ୍ଵୁରେ ସେମାନଙ୍କ ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ;

Gade chapit la Kopi

ଓଡିଆ ବାଇବେଲ

51 ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ, ହାମ୍‍ର ତମ୍ବୁରେ ସେମାନଙ୍କ ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ;

Gade chapit la Kopi

ପବିତ୍ର ବାଇବଲ

51 ସେ ମିଶରରେ ସମସ୍ତ ପ୍ରଥମଜାତ ପୁତ୍ରମାନଙ୍କୁ ହତ୍ୟା କଲେ। ହାମର ପରିବାରରେ ପ୍ରଥମଜାତ ପୁତ୍ରଗଣ।

Gade chapit la Kopi




ଗୀତସଂହିତା 78:51
13 Referans Kwoze  

ଇସ୍ରାଏଲ ମଧ୍ୟ ମିସର ଦେଶକୁ ଆସିଲା ଓ ଯାକୁବ ହାମ୍‍ ଦେଶରେ ପ୍ରବାସ କଲା।


ସେ ମିସରର ପ୍ରଥମଜାତ ମନୁଷ୍ୟ ଓ ପଶୁ ଉଭୟକୁ ସଂହାର କଲେ।


ସେମାନେ ଆପଣାମାନଙ୍କ ସେହି ତ୍ରାଣକର୍ତ୍ତା ପରମେଶ୍ୱରଙ୍କୁ ପାସୋରିଲେ।


ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ, ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ।


ସେତେବେଳେ ଫାରୋ ଆମ୍ଭମାନଙ୍କୁ ଯିବାକୁ ଦେବା ପାଇଁ କଠିନ ହୁଅନ୍ତେ, ସଦାପ୍ରଭୁ ମିସର ଦେଶସ୍ଥିତ ମନୁଷ୍ୟ ଓ ପଶ୍ୱାଦିର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ବଧ କରିଥିଲେ; ଏହେତୁ ଆମ୍ଭେ ପ୍ରଥମଜାତ ପୁତ୍ରସନ୍ତାନମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରୁ; ମାତ୍ର ଆମ୍ଭର ପ୍ରଥମଜାତ ପୁତ୍ର ସମସ୍ତଙ୍କୁ ମୁକ୍ତ କରୁ।’


ଯେହେତୁ ଆମ୍ଭେ ଆଜି ରାତ୍ରି ମିସର ଦେଶର ମଧ୍ୟଦେଇ ଯାଇ ମିସର ଦେଶସ୍ଥ ମନୁଷ୍ୟ ଓ ପଶୁର ସମସ୍ତ ପ୍ରଥମଜାତକୁ ସଂହାର କରିବା; ପୁଣି, ମିସରୀୟ ସମସ୍ତ ଦେବତାର ବିଚାର କରି ଦଣ୍ଡ ଦେବା; ଆମ୍ଭେ ସଦାପ୍ରଭୁ।


ହେ ରୁବେନ୍‍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋʼ ଶକ୍ତିର ପ୍ରଥମ ଫଳ; ପୁଣି, ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ।


ବିଶ୍ୱାସ ଦ୍ୱାରା ସେ ନିସ୍ତାର ପର୍ବ ଓ ରକ୍ତ ସେଚନ ବିଧି ପାଳନ କଲେ, ଯେପରି ପ୍ରଥମଜାତମାନଙ୍କର ସଂହାରକ ସେମାନଙ୍କୁ ସ୍ପର୍ଶ ନ କରନ୍ତି।


ସେମାନେ ଲୋକମାନଙ୍କ ମଧ୍ୟରେ ତାହାଙ୍କର ବିବିଧ ଲକ୍ଷଣ ଓ ହାମ୍‍ ଦେଶରେ ନାନା ଅଦ୍ଭୁତ କର୍ମ ପ୍ରକାଶ କଲେ।


କୂଶ, ମିସର, ପୂଟ୍‍ ଓ କିଣାନ, ଏମାନେ ହାମର ସନ୍ତାନ।


Swiv nou:

Piblisite


Piblisite