ଗୀତସଂହିତା 78:57 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT57 ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ୱାସଘାତକତା କଲେ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)57 ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ଵାସଘାତକତା କଲେ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ। Gade chapit laଓଡିଆ ବାଇବେଲ57 ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ୱାସଘାତକତା କଲେ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ। Gade chapit laପବିତ୍ର ବାଇବଲ57 ପରମେଶ୍ୱରଙ୍କଠାରୁ ବିମୁଖ ହୋଇ ଇସ୍ରାଏଲର ଲୋକମାନେ ନିଜର ପୂର୍ବପୁରୁଷଙ୍କ ପରି ବିଶ୍ୱାସଘାତକତା କଲେ। ସେମାନେ ଗୋଟିଏ ବୁମେରାଂ ତୁଲ୍ୟ ହେଲେ। ଯାହା ଫେରିଗଲା ଓ ଅନ୍ୟ ଦିଗରେ ଗ୍ଭଲିଗଲା। Gade chapit la |