Biblia Todo Logo
Bib sou entènèt

- Piblisite -




ଗୀତସଂହିତା 79:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ବନ୍ଦୀର ହାହାକାର ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ତୁମ୍ଭ ପରାକ୍ରମର ମହତ୍ତ୍ୱାନୁସାରେ ମରଣାର୍ଥେ ନିରୂପିତ ଲୋକମାନଙ୍କୁ ରକ୍ଷା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ବନ୍ଦୀର ହାହାକାର ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ତୁମ୍ଭ ପରାକ୍ରମର ମହତ୍ତ୍ଵାନୁସାରେ ମରଣାର୍ଥେ ନିରୂପିତ ଲୋକମାନଙ୍କୁ ରକ୍ଷା କର।

Gade chapit la Kopi

ଓଡିଆ ବାଇବେଲ

11 ବନ୍ଦୀର ହାହାକାର ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ତୁମ୍ଭ ପରାକ୍ରମର ମହତ୍ତ୍ୱାନୁସାରେ ମରଣାର୍ଥେ ନିରୂପିତ ଲୋକମାନଙ୍କୁ ରକ୍ଷା କର।

Gade chapit la Kopi

ପବିତ୍ର ବାଇବଲ

11 ଦୟାକରି ବନ୍ଦୀମାନଙ୍କର ଆର୍ତ୍ତନାଦ ଶୁଣ। ହେ ପରମେଶ୍ୱର, ତୁମ୍ଭର ମହାଶକ୍ତି ପ୍ରୟୋଗ କରି ମରଣାର୍ଥେ ଲୋକମାନଙ୍କୁ ରକ୍ଷା କର।

Gade chapit la Kopi




ଗୀତସଂହିତା 79:11
11 Referans Kwoze  

ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି; ସେ ସ୍ୱର୍ଗରୁ ପୃଥିବୀକୁ ଅବଲୋକନ କଲେ;


ଆମ୍ଭେ ତୁମ୍ଭକୁ ଲୋକମାନଙ୍କର ନିୟମ ସ୍ୱରୂପ ଓ ଅନ୍ୟଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ କରି ନିଯୁକ୍ତ କରିବୁ।


ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି କୃପା କର; ଆମ୍ଭେମାନେ ତୁମ୍ଭର ଅପେକ୍ଷା କରିଅଛୁ; ତୁମ୍ଭେ ପ୍ରତି ପ୍ରଭାତ ସେମାନଙ୍କର ବାହୁ ସ୍ୱରୂପ ହୁଅ, ସଙ୍କଟ ସମୟରେ ମଧ୍ୟ ଆମ୍ଭମାନଙ୍କର ଉଦ୍ଧାର ସ୍ୱରୂପ ହୁଅ।


କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ।


ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।”


ଯେଉଁ ଈଶ୍ବର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରିପାରନ୍ତି,


ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’


ତହିଁରେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ଗୋଷ୍ଠୀବର୍ଗ ଓ ରାଜ୍ୟସକଳ ଏକତ୍ରିତ ହେବା ବେଳେ,


Swiv nou:

Piblisite


Piblisite