ଗୀତସଂହିତା 79:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ। Gade chapit laଓଡିଆ ବାଇବେଲ4 ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ, ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କ ନିକଟରେ ଟାହୁଲି ଓ ପରିହାସର ପାତ୍ର ହୋଇଅଛୁ। Gade chapit laପବିତ୍ର ବାଇବଲ4 ଆମ୍ଭ ପଡ଼ୋଶୀ ଦେବଗଣ ଆମ୍ଭମାନଙ୍କୁ ଅପମାନିତ କଲେ। ଆମ୍ଭର ସବୁ ଚତୁର୍ପାର୍ଶ୍ୱରେ ଥିବା ଲୋକମାନେ ଆମ୍ଭମାନଙ୍କୁ ପରିହାସ କଲେ। Gade chapit la |
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।