ଗୀତସଂହିତା 79:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ରାଜ୍ୟସମୂହ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ଆପଣା କୋପ ଢାଳିଦିଅ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ରାଜ୍ୟସମୂହ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ଆପଣା କୋପ ଢାଳିଦିଅ। Gade chapit laଓଡିଆ ବାଇବେଲ6 ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ରାଜ୍ୟସମୂହ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ଆପଣା କୋପ ଢାଳିଦିଅ। Gade chapit laପବିତ୍ର ବାଇବଲ6 ଯେଉଁ ଜାତିମାନେ ତୁମ୍ଭକୁ ସ୍ୱୀକାର କରୁ ନାହାନ୍ତି, ଯେଉଁ ରାଜ୍ୟ ସମୂହ ତୁମ୍ଭର ଉପାସନା କରନ୍ତି ନାହିଁ, ତୁମ୍ଭର କ୍ରୋଧ ସେମାନଙ୍କ ଉପରେ ଢାଳି ଦିଅ। Gade chapit la |
ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।