ଗୀତସଂହିତା 79:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର। Gade chapit laପବିତ୍ର ବାଇବଲ (Re-edited) - (BSI)9 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର। Gade chapit laଓଡିଆ ବାଇବେଲ9 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର। Gade chapit laପବିତ୍ର ବାଇବଲ9 ହେ ଆମ୍ଭମାନଙ୍କର ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଏବଂ ଆପଣା ନାମରେ ଆମ୍ଭମାନଙ୍କୁ ରକ୍ଷା କର ଏବଂ ପାପସବୁ କ୍ଷମା କର। Gade chapit la |
ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୋ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”