ଗୀତସଂହିତା 8:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ? Gade chapit laପବିତ୍ର ବାଇବଲ (Re-edited) - (BSI)4 ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମନୁଷ୍ୟର ସନ୍ତାନ କିଏ ଯେ, ତୁମ୍ଭେ ତାହାର ତତ୍ତ୍ଵାବଧାନ କରୁଅଛ? Gade chapit laଓଡିଆ ବାଇବେଲ4 ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ ? Gade chapit laପବିତ୍ର ବାଇବଲ4 “କାହିଁକି ତୁମ୍ଭେ ମନୁଷ୍ୟମାନଙ୍କୁ ଏତେ ପ୍ରାଧାନ୍ୟ ଦିଅ? କାହିଁକି ତୁମ୍ଭେ ସେମାନଙ୍କର କ୍ଷତ ନିଅ? କାହିଁକି ତୁମ୍ଭେ ସେମାନଙ୍କୁ ଏତେ ଦୃଷ୍ଟି ଦିଅ?” Gade chapit la |