Biblia Todo Logo
Bib sou entènèt

- Piblisite -




ଗୀତସଂହିତା 8:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୁନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।

Gade chapit la Kopi

ପବିତ୍ର ବାଇବଲ

5 କିନ୍ତୁ ଲୋକମାନେ ତୁମ୍ଭ ପାଇଁ ମହତ୍ତ୍ୱପୂର୍ଣ୍ଣ, ପରମେଶ୍ୱର ତୁମ୍ଭେ ଲୋକମାନଙ୍କୁ ସୃଷ୍ଟି କରିଛ ଓ ସେମାନଙ୍କୁ ଗୌରବ ଓ କୀର୍ତ୍ତିରେ ମୁକୁଟ ମଣ୍ଡିତ କରିଛ।

Gade chapit la Kopi




ଗୀତସଂହିତା 8:5
18 Referans Kwoze  

ତୁମ୍ଭେ ଦୂତମାନଙ୍କଠାରୁ ତାହାକୁ ଅଳ୍ପ ନ୍ୟୂନ କରିଅଛ, ତୁମ୍ଭେ ତାହାକୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୂଷିତ କରିଅଛ,


କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍‍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ବରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି।


କାରଣ ପ୍ରକୃତରେ ସେ ତ ଦୂତମାନଙ୍କ ଯତ୍ନ ନ ନେଇ ଅବ୍ରହାମଙ୍କ ସନ୍ତାନମାନଙ୍କ ଯତ୍ନ ନିଅନ୍ତି।


ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରାଇଲେ,


ସେ ବିନାଶରୁ ତୁମ୍ଭ ଜୀବନ ମୁକ୍ତ କରନ୍ତି; ସେ ସ୍ନେହପୂର୍ଣ୍ଣ କରୁଣା ଓ ଦୟାରୂପ ମୁକୁଟରେ ତୁମ୍ଭକୁ ଭୂଷିତ କରନ୍ତି;


ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।


ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରାନ୍ତ ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।


ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ; ତୁମ୍ଭର ରାଜଦଣ୍ଡ ନ୍ୟାୟଦଣ୍ଡ ଅଟେ।


ଏଣୁ ଅବଶାଲୋମ ରାଜାଙ୍କ ନିକଟକୁ ପଠାଇବା ପାଇଁ ଯୋୟାବଙ୍କୁ ଡକାଇଲା; ମାତ୍ର ସେ ଆସିଲା ନାହିଁ; ତହୁଁ ସେ ଦ୍ୱିତୀୟ ଥର ପୁଣି ଲୋକ ପଠାଇଲା, ମାତ୍ର ସେ ଆସିଲା ନାହିଁ।


ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ପ୍ରତି ମନୋଯୋଗ କରିବ ଓ ତାହା ପ୍ରତି ଆପଣା ହୃଦୟ ରଖିବ,


ହେ ସଦାପ୍ରଭୋ, ମନୁଷ୍ୟ କିଏ ଯେ, ତୁମ୍ଭେ ତାହାର ପରିଚୟ ନିଅ? ସେ ଅବା କିଏ ଯେ, ତୁମ୍ଭେ ତାହାକୁ ଗଣ୍ୟ କର?


Swiv nou:

Piblisite


Piblisite