Biblia Todo Logo
Bib sou entènèt

- Piblisite -




ଗୀତସଂହିତା 8:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।

Gade chapit la Kopi

ଓଡିଆ ବାଇବେଲ

8 ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।

Gade chapit la Kopi

ପବିତ୍ର ବାଇବଲ

8 ଆକାଶର ଉଡ଼ୁଥିବା ପକ୍ଷୀମାନେ ଓ ସମୁଦ୍ରର ମାଛମାନେ ମଧ୍ୟ ଅଛନ୍ତି।

Gade chapit la Kopi




ଗୀତସଂହିତା 8:8
4 Referans Kwoze  

ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ; ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ;


ତୁମ୍ଭେ କି ସିଂହୀ ପାଇଁ ଶିକାର ଖୋଜିବ? ଅବା ଯୁବା ସିଂହମାନେ ଆପଣା ଆପଣା ଗୁହାରେ ଶୟନ କଲା ବେଳେ ଓ ଛକି ବସିବା ପାଇଁ ଗୁପ୍ତ ସ୍ଥାନରେ ଥିବା ବେଳେ


ବହେମୋତକୁ ଦେଖ, ଆମ୍ଭେ ତୁମ୍ଭ ସଙ୍ଗେ ତାହାକୁ ସୃଷ୍ଟି କରିଅଛୁ; ସେ ଗୋରୁ ପରି ତୃଣ ଖାଏ।


Swiv nou:

Piblisite


Piblisite