Biblia Todo Logo
Bib sou entènèt

- Piblisite -




ଗୀତସଂହିତା 80:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ଏରସ ବୃକ୍ଷ ତୁଲ୍ୟ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ଵରଙ୍କ ଏରସବୃକ୍ଷ ତୁଲ୍ୟ ହେଲେ।

Gade chapit la Kopi

ଓଡିଆ ବାଇବେଲ

10 ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ଏରସବୃକ୍ଷ ତୁଲ୍ୟ ହେଲେ।

Gade chapit la Kopi

ପବିତ୍ର ବାଇବଲ

10 ତାହାର ଛାୟାରେ ପର୍ବତଗୁଡ଼ିକ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ବିରାଟ ଦେବଦାରୁ ବୃକ୍ଷକୁ ମଧ୍ୟ ଆଚ୍ଛାଦନ କଲା।

Gade chapit la Kopi




ଗୀତସଂହିତା 80:10
2 Referans Kwoze  

ସଦାପ୍ରଭୁଙ୍କ ବୃକ୍ଷଶ୍ରେଣୀ ପରିତୃପ୍ତ; ଲିବାନୋନରେ ତାହାଙ୍କ ରୋପିତ ଏରସ ବୃକ୍ଷସକଳ ପରିତୃପ୍ତ;


ଆଉ ତୁମ୍ଭର ଖଡ୍ଗ କି ତୁମ୍ଭର ଧନୁ ଦ୍ୱାରା ନୁହେଁ, ମାତ୍ର ଆମ୍ଭେ ତୁମ୍ଭମାନଙ୍କ ଆଗେ ଆଗେ ବିରୁଡ଼ି ପଠାଇଲୁ, ଯେ ସେମାନଙ୍କୁ, ଅର୍ଥାତ୍‍, ଇମୋରୀୟମାନଙ୍କ ଦୁଇ ରାଜାଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଲା।


Swiv nou:

Piblisite


Piblisite