Biblia Todo Logo
Bib sou entènèt

- Piblisite -




ଗୀତସଂହିତା 80:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ଡାଇ ପକାଉଅଛନ୍ତି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ତାଇ ପକାଉ ଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

12 କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ଡାଇ ପକାଉ ଅଛନ୍ତି ?

Gade chapit la Kopi

ପବିତ୍ର ବାଇବଲ

12 ହେ ପରମେଶ୍ୱର, ତୁମ୍ଭେ କାହିଁକି ଦ୍ରାକ୍ଷାଲତାର ସୁରକ୍ଷା ପ୍ରାଚୀର ଭାଙ୍ଗି ପକାଇଲ? ପଥିକମାନେ ସବୁ “ଅଙ୍ଗୁର” ଛିଣ୍ଡାଇ ପକାଉଛନ୍ତି।

Gade chapit la Kopi




ଗୀତସଂହିତା 80:12
6 Referans Kwoze  

ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ;


ସେ ଆସି ଏହି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ। ଏହା ଶୁଣି ସେମାନେ କହିଲେ, ତାହା ନ ହେଉ।”


କାରଣ ସଦାପ୍ରଭୁ ଇସ୍ରାଏଲର ଗୌରବ ସଦୃଶ୍ୟ ଯାକୁବର ଗୌରବ ପୁନର୍ବାର ଆଣୁଅଛନ୍ତି; ଯେହେତୁ ଶତ୍ରୁମାନେ ସେମାନଙ୍କୁ ଧ୍ୱଂସ କରିଅଛନ୍ତି; ଓ ସେମାନଙ୍କର ଦ୍ରାକ୍ଷାଲତାସବୁ ନଷ୍ଟ କରିଅଛନ୍ତି।


ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଶଲୋମନଙ୍କ ନିକଟକୁ ଆପଣା ଦାସମାନଙ୍କୁ ପଠାଇଲା; କାରଣ ଲୋକମାନେ ତାଙ୍କ ପିତାଙ୍କର ବଦଳେ ତାଙ୍କୁ ରାଜାଭିଷିକ୍ତ କଲେ ବୋଲି ସେ ଶୁଣିଥିଲା; ଆଉ ଦାଉଦ ସର୍ବଦା ହୂରମ୍‍ର ପ୍ରିୟପାତ୍ର ଥିଲେ।


Swiv nou:

Piblisite


Piblisite