Biblia Todo Logo
Bib sou entènèt

- Piblisite -




ଗୀତସଂହିତା 80:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ହେ ସୈନ୍ୟାଧିପତି ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।

Gade chapit la Kopi

ଓଡିଆ ବାଇବେଲ

7 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।

Gade chapit la Kopi

ପବିତ୍ର ବାଇବଲ

7 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ପୁନର୍ବାର ବଳବାନ୍ କର। ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ରକ୍ଷା କର।

Gade chapit la Kopi




ଗୀତସଂହିତା 80:7
10 Referans Kwoze  

ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ; ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା?


ହେ ପରମେଶ୍ୱର, ମୋʼ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋʼ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।


ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ?


ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ; ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।


ହେ ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।


ଆଉ ସେ, ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଈଶ୍ବରଙ୍କ ପ୍ରତି ଫେରାଇବ।


ଯେପରି ‘ସେମାନେ ଦେଖୁ ଦେଖୁ ଜ୍ଞାତ ହୁଅନ୍ତି ନାହିଁ, ପୁଣି, ଶୁଣୁ ଶୁଣୁ ବୁଝନ୍ତି ନାହିଁ, କାଳେ ସେମାନେ ଫେରିଆସନ୍ତି ଓ କ୍ଷମା ପ୍ରାପ୍ତ ହୁଅନ୍ତି।’”


କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ, “ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି, ତୁମ୍ଭେମାନେ ଅସମ୍ମତ ହେଲ।”


ମାତ୍ର ହୋରୋଣୀୟ ସନ୍‍ବଲ୍ଲଟ୍‍ ଓ ଅମ୍ମୋନୀୟ ଦାସ ଟୋବୀୟ ଓ ଆରବୀୟ ଗେଶମ୍‍ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ ଓ ତୁଚ୍ଛ କରି କହିଲେ, “ତୁମ୍ଭେମାନେ ଏ କି କାର୍ଯ୍ୟ କରୁଅଛ? ତୁମ୍ଭେମାନେ କି ରାଜଦ୍ରୋହ କରିବ?”


Swiv nou:

Piblisite


Piblisite