ଗୀତସଂହିତା 81:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ିଦେଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)12 ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ। Gade chapit laଓଡିଆ ବାଇବେଲ12 ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ। Gade chapit laପବିତ୍ର ବାଇବଲ12 ତେଣୁ ଆମ୍ଭେ ସେମାନଙ୍କୁ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରିବାକୁ ଦେଲୁ। ଇସ୍ରାଏଲୀୟମାନେ ସେମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟମାନ କଲେ। Gade chapit la |
ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।