ଗୀତସଂହିତା 81:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ। Gade chapit laଓଡିଆ ବାଇବେଲ14 ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ। Gade chapit laପବିତ୍ର ବାଇବଲ14 ତେବେ, ଆମ୍ଭେ ସେମାନଙ୍କର ଶତ୍ରୁମାନଙ୍କୁ ପରାସ୍ତ କରିବା। ଆମ୍ଭେ ସେମାନଙ୍କର ଶତ୍ରୁଗଣକୁ ଦଣ୍ଡିତ କରିବା। Gade chapit la |
ତେବେ ଏହା ନିଶ୍ଚୟ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଗୋଷ୍ଠୀୟମାନଙ୍କୁ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ଆଉ ତଡ଼ି ଦେବେ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ବିନଷ୍ଟ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କର ଜାଲ ଓ ଫାନ୍ଦ ଓ ପାର୍ଶ୍ୱରେ କୋରଡ଼ା ଓ ଚକ୍ଷୁରେ କଣ୍ଟକ ସ୍ୱରୂପ ହେବେ।