Biblia Todo Logo
Bib sou entènèt

- Piblisite -




ଗୀତସଂହିତା 81:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି ଓ ଯାକୁବର ପରମେଶ୍ୱରଙ୍କ ବିଧାନ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି ଓ ଯାକୁବର ପରମେଶ୍ଵରଙ୍କ ବିଧାନ ଅଟେ।

Gade chapit la Kopi

ଓଡିଆ ବାଇବେଲ

4 କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି ଓ ଯାକୁବର ପରମେଶ୍ୱରଙ୍କ ବିଧାନ ଅଟେ।

Gade chapit la Kopi

ପବିତ୍ର ବାଇବଲ

4 କାରଣ ଏହା ଇସ୍ରାଏଲ ପାଇଁ ନିୟମ। ଏହା ଯାକୁବର ପରମେଶ୍ୱରଙ୍କର ଆଦେଶ ଅଟେ।

Gade chapit la Kopi




ଗୀତସଂହିତା 81:4
2 Referans Kwoze  

ଆହୁରି ତୁମ୍ଭମାନଙ୍କ ଆନନ୍ଦ ଦିନରେ, ତୁମ୍ଭମାନଙ୍କ ନିରୂପିତ ପର୍ବରେ ଓ ତୁମ୍ଭମାନଙ୍କ ମାସର ଆରମ୍ଭରେ ତୁମ୍ଭେମାନେ ଆପଣାମାନଙ୍କ ହୋମବଳି ଓ ମଙ୍ଗଳାର୍ଥକ ବଳି ଉପରେ ଏହି ତୂରୀ ବଜାଇବ; ତହିଁରେ ତାହା ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ସ୍ମରଣାର୍ଥେ ହେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”


ଆଉ ପ୍ରତି ମାସର ଆରମ୍ଭରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ନିଖୁନ୍ତ ମେଷବତ୍ସ ଉତ୍ସର୍ଗ କରିବ।


Swiv nou:

Piblisite


Piblisite