ଗୀତସଂହିତା 81:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ। [ସେଲା] Gade chapit laପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ। [ସେଲା Gade chapit laଓଡିଆ ବାଇବେଲ7 ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ। [ସେଲା] Gade chapit laପବିତ୍ର ବାଇବଲ7 ତୁମ୍ଭେମାନେ ଯେତେବେଳେ ସଙ୍କଟରେ ଥିଲ, ତୁମ୍ଭେ ସାହାଯ୍ୟ ମାଗିଲ, ଏବଂ ଆମ୍ଭେ ତୁମ୍ଭକୁ ମୁକ୍ତ କଲୁ। ଆମ୍ଭେ ଘନ ଅନ୍ଧାର ବାଦଲରୁ ତୁମ୍ଭକୁ ଉତ୍ତର ଦେଲୁ। ଆମେ ମିରୀବାଃ ପାଣି ନିକଟରେ ତୁମ୍ଭକୁ ପରୀକ୍ଷା କଲୁ।” ସେଲା Gade chapit la |