ଗୀତସଂହିତା 82:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ। Gade chapit laପବିତ୍ର ବାଇବଲ (Re-edited) - (BSI)5 ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ। Gade chapit laଓଡିଆ ବାଇବେଲ5 ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ। Gade chapit laପବିତ୍ର ବାଇବଲ5 “ଯାହାସବୁ ଘଟୁଛି ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ। ସେମାନେ ଅନ୍ଧାରରେ ଝୁଣ୍ଟି ପଡ଼ନ୍ତି। ସେମାନଙ୍କର ପୃଥିବୀ ସେମାନଙ୍କର ଚତୁର୍ପାର୍ଶ୍ୱରେ ତଳକୁ ପଡ଼ୁଛି।” Gade chapit la |