Biblia Todo Logo
Bib sou entènèt

- Piblisite -




ଗୀତସଂହିତା 83:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ ପରମେଶ୍ଵର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ଵର, ନୀରବ ଓ ନିରସ୍ତ ହୁଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

1 ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ

1 ହେ ପରମେଶ୍ୱର, ତୁମ୍ଭେ ନୀରବ ରୁହ ନାହିଁ! ତୁମ୍ଭର କାନ ବନ୍ଦ କର ନାହିଁ! ହେ ପରମେଶ୍ୱର, ଦୟାକରି କିଛି କୁହ!

Gade chapit la Kopi




ଗୀତସଂହିତା 83:1
7 Referans Kwoze  

ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ ଡାକ ପକାଇବି; ହେ ମୋହର ଶୈଳ, ମୋʼ ପ୍ରତି ନୀରବ ହୁଅ ନାହିଁ; କେଜାଣି ତୁମ୍ଭେ ମୋʼ ପ୍ରତି ନୀରବ ହେଲେ, ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ପରି ହେବି।


ହେ ସଦାପ୍ରଭୋ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୋ, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।


ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।


ଆମ୍ଭେ ଦୀର୍ଘ କାଳ ନୀରବ ହୋଇଅଛୁ; ଆମ୍ଭେ ସ୍ଥିର ହୋଇ ଆପଣାକୁ କ୍ଷାନ୍ତ କରିଅଛୁ; ଏବେ ଆମ୍ଭେ ପ୍ରସବକାରିଣୀ ସ୍ତ୍ରୀ ପରି ଡାକ ଛାଡ଼ିବା; ଆମ୍ଭେ ଏକାବେଳେ ଦୀର୍ଘ ନିଶ୍ୱାସ ଟାଣି ବ୍ୟଗ୍ରଚିତ୍ତ ହେବା।


ଜାଗ, ହେ ପ୍ରଭୋ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ? ଉଠ, ଆମ୍ଭମାନଙ୍କୁ ସଦାକାଳ ଦୂର କର ନାହିଁ।


ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି।


Swiv nou:

Piblisite


Piblisite