Biblia Todo Logo
Bib sou entènèt

- Piblisite -




ଗୀତସଂହିତା 83:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେମାନେ କହିଲେ, “ଆସ, ଆମ୍ଭେମାନେ ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେମାନେ କହିଲେ, ଆସ, ଆମ୍ଭେମାନେ ପରମେଶ୍ଵରଙ୍କ ନିବାସସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।

Gade chapit la Kopi

ଓଡିଆ ବାଇବେଲ

12 ସେମାନେ କହିଲେ, “ଆସ, ଆମ୍ଭେମାନେ ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।”

Gade chapit la Kopi

ପବିତ୍ର ବାଇବଲ

12 ସେହି ନେତାମାନେ କହିଲେ, “ସେମାନେ ତୁମ୍ଭର ଭୂମି ଛାଡ଼ିବା ପାଇଁ ଆମ୍ଭକୁ ବାଧ୍ୟ କରିବେ।”

Gade chapit la Kopi




ଗୀତସଂହିତା 83:12
5 Referans Kwoze  

ଦେଖ, ଏମାନେ ଆମ୍ଭମାନଙ୍କ ଭୋଗାର୍ଥେ ଦତ୍ତ ତୁମ୍ଭ ଅଧିକାରରୁ ତଡ଼ିଦେବା ପାଇଁ ଆସି କିପରି ଆମ୍ଭମାନଙ୍କର ଅପକାର କରୁଅଛନ୍ତି।


ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।”


ଏଥିରେ ସେମାନେ ଓରେବ୍‍ ଓ ସେବ୍‍ ନାମକ ମିଦୀୟନର ଦୁଇ ଅଧିପତିଙ୍କୁ ଧରିଲେ; ପୁଣି ସେମାନେ ଓରେବ୍‍କୁ ଓରେବ୍‍-ଶୈଳ ନିକଟରେ ବଧ କଲେ, ଆଉ ସେବ୍‍କୁ ସେମାନେ ସେବ୍‍-ଦ୍ରାକ୍ଷାଯନ୍ତ୍ର ନିକଟରେ ବଧ କରି ମିଦୀୟନର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଓରେବ୍‍ ଓ ସେବ୍‍ର ମସ୍ତକ ଯର୍ଦ୍ଦନ ସେପାରିକି ଗିଦିୟୋନ୍‍ଙ୍କ ନିକଟକୁ ଆଣିଲେ।


ତହିଁରେ ସେବହ ଓ ସଲମୁନ୍ନ କହିଲେ, “ତୁମ୍ଭେ ଉଠି ଆମ୍ଭମାନଙ୍କୁ ଆଘାତ କର; କାରଣ ଯେ ଯେପରି ପୁରୁଷ, ତାହାର ସେପରି ବୀରତ୍ୱ।” ଏଉତ୍ତାରେ ଗିଦିୟୋନ୍‍ ଉଠି ସେବହକୁ ଓ ସଲମୁନ୍ନକୁ ବଧ କଲେ, ପୁଣି ସେମାନଙ୍କ ଓଟମାନଙ୍କ ଗଳାର ସମସ୍ତ ଚନ୍ଦ୍ରହାର କାଢ଼ି ନେଲେ।


Swiv nou:

Piblisite


Piblisite