ଗୀତସଂହିତା 83:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅ ଓ ଆପଣା ପ୍ରଚଣ୍ଡ ବତାସ ଦ୍ୱାରା ସେମାନଙ୍କୁ ଭୟଗ୍ରସ୍ତ କର। Gade chapit laପବିତ୍ର ବାଇବଲ (Re-edited) - (BSI)15 ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ଵାରା ସେମାନଙ୍କ ପଛେ ପଛେ ଗୋଡ଼ାଅ ଓ ଆପଣା ପ୍ରଚଣ୍ତ ବତାସ ଦ୍ଵାରା ସେମାନଙ୍କୁ ଭୟଗ୍ରସ୍ତ କର। Gade chapit laଓଡିଆ ବାଇବେଲ15 ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅ ଓ ଆପଣା ପ୍ରଚଣ୍ଡ ବତାସ ଦ୍ୱାରା ସେମାନଙ୍କୁ ଭୟଗ୍ରସ୍ତ କର। Gade chapit laପବିତ୍ର ବାଇବଲ15 ହେ ପରମେଶ୍ୱର, ସେହି ଲୋକମାନଙ୍କୁ ଝଡ଼ରେ ଧୂଳି ଉଡ଼ିଲାପରି ଦୂରେଇ ଦିଅ। ଆପଣା ପ୍ରଚଣ୍ଡ ବତାସଦ୍ୱାରା ସେମାନଙ୍କୁ ଭୟଭୀତ କର। Gade chapit la |