ଗୀତସଂହିତା 83:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)18 ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ତଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ। Gade chapit laଓଡିଆ ବାଇବେଲ18 ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ। Gade chapit laପବିତ୍ର ବାଇବଲ18 ଏହା ପରେ ସେମାନେ ଜାଣିବେ ଯେ, ଯାହାର ନାମ ଯିହୋବାଃ, ତୁମ୍ଭେ ପ୍ରକୃତରେ, ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ପରମେଶ୍ୱର ଅଟ। Gade chapit la |
ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।