ଗୀତସଂହିତା 83:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)2 କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ତଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇ ଅଛନ୍ତି। Gade chapit laଓଡିଆ ବାଇବେଲ2 କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇ ଅଛନ୍ତି। Gade chapit laପବିତ୍ର ବାଇବଲ2 ହେ ପରମେଶ୍ୱର, ତୁମ୍ଭର ଶତ୍ରୁଗଣ ତୁମ୍ଭ ବିରୁଦ୍ଧରେ ଯୋଜନା କରୁଛନ୍ତି ଏବଂ ସେମାନେ ଶୀଘ୍ର ତୁମ୍ଭକୁ ଆକ୍ରମଣ କରିବେ। Gade chapit la |