Biblia Todo Logo
Bib sou entènèt

- Piblisite -




ଗୀତସଂହିତା 84:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ଵୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ଵରଙ୍କ ଗୃହରେ ଦ୍ଵାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।

Gade chapit la Kopi

ଓଡିଆ ବାଇବେଲ

10 କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।

Gade chapit la Kopi

ପବିତ୍ର ବାଇବଲ

10 ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ। ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା ପରମେଶ୍ୱରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହେବା ଭଲ।

Gade chapit la Kopi




ଗୀତସଂହିତା 84:10
13 Referans Kwoze  

ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।


ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି।


ଆମ୍ଭେମାନେ ତ ସ୍ୱର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ;


ଆଉ, ତୁମ୍ଭେମାନେ ଚାକଚକ୍ୟ ବସ୍ତ୍ର ପରିଧାନ କରିଥିବା ଲୋକକୁ ମର୍ଯ୍ୟାଦା କରି କୁହ, ଏଠାରେ ଉତ୍ତମ ସ୍ଥାନରେ ବସନ୍ତୁ, ଆଉ ଦରିଦ୍ର ଲୋକକୁ କୁହ, ସେଠାରେ ଠିଆ ହୁଅ,


ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ଡିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ,


ହେ ସଦାପ୍ରଭୋ ପରମେଶ୍ୱର, ଆପଣା ଅଭିଷିକ୍ତର ମୁଖ ଫେରାଇ ନ ଦିଅ; ଆପଣା ଦାସ ଦାଉଦଙ୍କ ପ୍ରତି ଦୟାସବୁ ସ୍ମରଣ କର।”


ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ ମୁଖ ଫେରାଇ ଦିଅ ନାହିଁ।


Swiv nou:

Piblisite


Piblisite