Biblia Todo Logo
Bib sou entènèt

- Piblisite -




ଗୀତସଂହିତା 84:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ହେ ସୈନ୍ୟାଧିପତି ପରମେଶ୍ୱର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ହେ ସୈନ୍ୟାଧିପତି ପରମେଶ୍ଵର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।

Gade chapit la Kopi

ଓଡିଆ ବାଇବେଲ

12 ହେ ସୈନ୍ୟାଧିପତି ପରମେଶ୍ୱର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।

Gade chapit la Kopi

ପବିତ୍ର ବାଇବଲ

12 ହେ ସର୍ବଶକ୍ତିମାନ ସଦାପ୍ରଭୁ, ଯେଉଁ ଲୋକମାନେ ତୁମ୍ଭକୁ ବିଶ୍ୱାସ କରନ୍ତି ସେମାନେ କେତେ ଭାଗ୍ୟବାନ୍।

Gade chapit la Kopi




ଗୀତସଂହିତା 84:12
10 Referans Kwoze  

ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା]


ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।


ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।


ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେସମସ୍ତେ ଧନ୍ୟ।


ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।


ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା]


ହେ ସଦାପ୍ରଭୋ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର।


ଦିବସରେ ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ଆଉ ହେବ ନାହିଁ, କିଅବା ଆଲୁଅ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋତ୍ସ୍ନା ଦେବ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭ ପ୍ରତି ଅନନ୍ତକାଳସ୍ଥାୟୀ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ୱର ତୁମ୍ଭର ଗୌରବ ସ୍ୱରୂପ ହେବେ।


Swiv nou:

Piblisite


Piblisite