ଗୀତସଂହିତା 84:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ। Gade chapit laପବିତ୍ର ବାଇବଲ (Re-edited) - (BSI)2 ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ଵରଙ୍କ ନିମନ୍ତେ ଡକା ଛାଡ଼ଇ। Gade chapit laଓଡିଆ ବାଇବେଲ2 ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ। Gade chapit laପବିତ୍ର ବାଇବଲ2 ହେ ସଦାପ୍ରଭୁ, ମୁଁ ଅନ୍ୟ କିଛି ଅପେକ୍ଷା, ତୁମ୍ଭ ମନ୍ଦିରର ଅଗଣାରେ ପ୍ରବେଶ କରିବାକୁ ଅଧିକ ଗ୍ଭହେଁ। ମୋର ହୃଦୟ ଓ ଶରୀର ଆନନ୍ଦର ସହିତ ଜୀବନ୍ତ ପରମେଶ୍ୱରଙ୍କ ଦର୍ଶନ ନିମନ୍ତେ ବ୍ୟାକୁଳ। Gade chapit la |