ଗୀତସଂହିତା 84:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୋ, ମୋହର ରାଜନ୍ ଓ ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ, Gade chapit laପବିତ୍ର ବାଇବଲ (Re-edited) - (BSI)3 ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୋ, ମୋହର ରାଜନ୍ ଓ ମୋହର ପରମେଶ୍ଵର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ, Gade chapit laଓଡିଆ ବାଇବେଲ3 ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୁ, ମୋହର ରାଜନ୍ ଓ ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ, Gade chapit laପବିତ୍ର ବାଇବଲ3 ହେ ସୈନ୍ୟାଧିପତି ସଦାପ୍ରଭୁ, ମୋର ରାଜା, ମୋର ପରମେଶ୍ୱର, ଏପରିକି ପକ୍ଷୀମାନେ ନିଜ ପାଇଁ ଏକ ଗୃହ ଏବଂ ପକ୍ଷୀମାନେ ଛୁଆ ରଖିବା ପାଇଁ ତୁମ୍ଭର ଯଜ୍ଞବେଦି ପାଖରେ ଏକ ବସା ପାଇଛନ୍ତି। Gade chapit la |