ଗୀତସଂହିତା 84:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)7 ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ଵରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି। Gade chapit laଓଡିଆ ବାଇବେଲ7 ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି। Gade chapit laପବିତ୍ର ବାଇବଲ7 ସେମାନେ ପ୍ରତ୍ୟେକ ସିୟୋନରେ ପରମେଶ୍ୱରଙ୍କ ଆଗରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଲୋକମାନେ ସହରରୁ ସହରକୁ ଭ୍ରମଣ କରନ୍ତି। Gade chapit la |