Biblia Todo Logo
Bib sou entènèt

- Piblisite -




ଗୀତସଂହିତା 84:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ୱର, କର୍ଣ୍ଣପାତ କର। [ସେଲା]

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ଵର, କର୍ଣ୍ଣପାତ କର। [ସେଲା

Gade chapit la Kopi

ଓଡିଆ ବାଇବେଲ

8 ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ୱର, କର୍ଣ୍ଣପାତ କର। [ସେଲା]

Gade chapit la Kopi

ପବିତ୍ର ବାଇବଲ

8 ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ୱର, ମୋର ପ୍ରାର୍ଥନା ଗ୍ରହଣ କର। ହେ ଯାକୁବର ପରମେଶ୍ୱର, ମୋର କଥା ଶ୍ରବଣ କର। ସେଲା

Gade chapit la Kopi




ଗୀତସଂହିତା 84:8
4 Referans Kwoze  

ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। [ସେଲା]


ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତାହାଙ୍କ ସମ୍ମୁଖରେ ବର୍ଷକେ ତିନି ଥର ତୁମ୍ଭର ପୁରୁଷ ସମସ୍ତେ ତାଡ଼ିଶୂନ୍ୟ ରୁଟିର ପର୍ବ ସମୟରେ, ସପ୍ତାହ ସମୂହର ପର୍ବ ସମୟରେ ଓ ପତ୍ରକୁଟୀର ପର୍ବ ସମୟରେ ଦେଖା ଦେବେ; ମାତ୍ର ସେମାନେ ଖାଲି ହାତରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେଖା ଦେବେ ନାହିଁ।


ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ।


ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅପେକ୍ଷା କରନ୍ତି, ସେମାନେ ନୂଆ ନୂଆ ବଳ ପାଇବେ; ସେମାନେ ଉତ୍କ୍ରୋଶ ପକ୍ଷୀ ପରି ପକ୍ଷରେ ଉପରକୁ ଉଠିବେ; ସେମାନେ ଶ୍ରାନ୍ତ ନ ହୋଇ ଦୌଡ଼ିବେ; ସେମାନେ କ୍ଳାନ୍ତ ନ ହୋଇ ଗମନ କରିବେ।


Swiv nou:

Piblisite


Piblisite