ଗୀତସଂହିତା 85:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ? Gade chapit laପବିତ୍ର ବାଇବଲ (Re-edited) - (BSI)6 ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ? Gade chapit laଓଡିଆ ବାଇବେଲ6 ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ ? Gade chapit laପବିତ୍ର ବାଇବଲ6 ନିଶ୍ଚିତ ତୁମ୍ଭେ ଆଉଥରେ ଆମ୍ଭମାନଙ୍କୁ ବଞ୍ଚିବାକୁ ଦେବ। ତେଣୁ ତୁମ୍ଭର ଲୋକମାନେ ତୁମ୍ଭ ସହିତ ଆନନ୍ଦ କରିବେ। Gade chapit la |
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।