Biblia Todo Logo
Bib sou entènèt

- Piblisite -




ଗୀତସଂହିତା 86:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆହେ, ମୋʼ ପ୍ରତି ଫେର ଓ ମୋତେ ଦୟା କର; ତୁମ୍ଭ ଦାସକୁ ତୁମ୍ଭର ଶକ୍ତି ପ୍ରଦାନ କର, ପୁଣି, ତୁମ୍ଭ ଦାସୀର ପୁତ୍ରକୁ ପରିତ୍ରାଣ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆହେ, ମୋʼ ପ୍ରତି ଫେର ଓ ମୋତେ ଦୟା କର; ତୁମ୍ଭ ଦାସକୁ ତୁମ୍ଭର ଶକ୍ତି ପ୍ରଦାନ କର, ପୁଣି ତୁମ୍ଭ ଦାସୀର ପୁତ୍ରକୁ ପରିତ୍ରାଣ କର।

Gade chapit la Kopi

ଓଡିଆ ବାଇବେଲ

16 ଆହେ, ମୋ’ ପ୍ରତି ଫେର ଓ ମୋତେ ଦୟା କର; ତୁମ୍ଭ ଦାସକୁ ତୁମ୍ଭର ଶକ୍ତି ପ୍ରଦାନ କର, ପୁଣି, ତୁମ୍ଭ ଦାସୀର ପୁତ୍ରକୁ ପରିତ୍ରାଣ କର।

Gade chapit la Kopi

ପବିତ୍ର ବାଇବଲ

16 ତୁମ୍ଭେ ମୋ’ ପ୍ରତି ଦୃଷ୍ଟି ଦିଅ ଏବଂ ଦୟା କର। ମୁଁ ତୁମ୍ଭର ଦାସ, ମୋତେ ଶକ୍ତି ଦିଅ। ମୁଁ ତୁମ୍ଭର ଦାସ, ମୋତେ ରକ୍ଷା କର।

Gade chapit la Kopi




ଗୀତସଂହିତା 86:16
18 Referans Kwoze  

ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରିପାରେ।


ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ।


ହେ ସଦାପ୍ରଭୋ, ମୁଁ ନିତାନ୍ତ ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ।


ମୋʼ ପ୍ରତି ଫେର ଓ ମୋʼ ପ୍ରତି ଦୟା କର; କାରଣ ମୁଁ ଅସହାୟ ଓ ଦୁଃଖଗ୍ରସ୍ତ ଅଟେ।


ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ,


ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,


ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋʼ ପ୍ରାଣକୁ ବଳ ଦେଇ ସାହସିକ କଲ।


ପୁଣି, ଆମ୍ଭେ ସଦାପ୍ରଭୁଙ୍କଠାରେ ସେମାନଙ୍କୁ ବଳବାନ କରିବା ଓ ସେମାନେ ତାହାଙ୍କ ନାମରେ ଗମନାଗମନ କରିବେ,” ଏହା ସଦାପ୍ରଭୁ କହନ୍ତି।


ତୁମ୍ଭେ ଆପଣା ନାମର ପ୍ରେମକାରୀମାନଙ୍କ ପ୍ରତି ଯେପରି କରିଥାଅ, ସେପରି ମୋʼ ପ୍ରତି ଫେର ଓ ମୋତେ ଦୟା କର।


ମୋତେ ତ୍ରାଣ କର, ମୁଁ ତୁମ୍ଭର; କାରଣ ମୁଁ ତୁମ୍ଭର ବିଧାନସବୁ ଅନ୍ୱେଷଣ କରିଅଛି।


ହେ ସଦାପ୍ରଭୋ, ଫେର; କେତେ କାଳ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ।


ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ।


ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋʼ ପ୍ରତି ଫେର।


ଏଥିରେ ମରୀୟମ କହିଲେ, ଦେଖନ୍ତୁ, ମୁଁ ପ୍ରଭୁଙ୍କ ଦାସୀ; ଆପଣଙ୍କ ବାକ୍ୟାନୁସାରେ ମୋʼ ପ୍ରତି ଘଟୁ। ତାହା ପରେ ଦୂତ ତାହାଙ୍କ ନିକଟରୁ ପ୍ରସ୍ଥାନ କଲେ।


ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି। ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ।


ମୋହର ଶତ୍ରୁଗଣ ମୋʼ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, “ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ?”


Swiv nou:

Piblisite


Piblisite