ଗୀତସଂହିତା 86:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ୱରପରାୟଣ; ହେ ମୋହର ପରମେଶ୍ୱର, ତୁମ୍ଭଠାରେ ଭରସାକାରୀ ଦାସର ପରିତ୍ରାଣ କର। Gade chapit laପବିତ୍ର ବାଇବଲ (Re-edited) - (BSI)2 ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ଵରପରାୟଣ; ହେ ମୋହର ପରମେଶ୍ଵର, ତୁମ୍ଭଠାରେ ଭରସାକାରୀ ଦାସର ପରିତ୍ରାଣ କର। Gade chapit laଓଡିଆ ବାଇବେଲ2 ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ୱରପରାୟଣ; ହେ ମୋହର ପରମେଶ୍ୱର, ତୁମ୍ଭଠାରେ ଭରସାକାରୀ ଦାସର ପରିତ୍ରାଣ କର। Gade chapit laପବିତ୍ର ବାଇବଲ2 ମୁଁ ତୁମ୍ଭର ଭକ୍ତ, ଦୟାକରି ମୋ’ ଜୀବନକୁ ରକ୍ଷା କର! ମୁଁ ତୁମ୍ଭର ଦାସ, ତୁମ୍ଭେ ମୋର ପରମେଶ୍ୱର। ମୁଁ ତୁମ୍ଭକୁ ବିଶ୍ୱାସ କରେ, ତେଣୁ ମୋତେ ରକ୍ଷା କର। Gade chapit la |