ଗୀତସଂହିତା 86:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେହେତୁ ହେ ପ୍ରଭୋ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଯେହେତୁ ହେ ପ୍ରଭୋ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ। Gade chapit laଓଡିଆ ବାଇବେଲ5 ଯେହେତୁ ହେ ପ୍ରଭୁ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ। Gade chapit laପବିତ୍ର ବାଇବଲ5 ହେ ପ୍ରଭୁ, ତୁମ୍ଭେ ବହୁତ ଉତ୍ତମ ଓ କରୁଣାମୟ, ଯେଉଁମାନେ ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ। Gade chapit la |
ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।