Biblia Todo Logo
Bib sou entènèt

- Piblisite -




ଗୀତସଂହିତା 86:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ହେ ସଦାପ୍ରଭୋ, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର ଓ ମୋʼ ନିବେଦନର ରବରେ ମନୋଯୋଗ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ହେ ସଦାପ୍ରଭୋ, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର ଓ ମୋʼ ନିବେଦନର ରବରେ ମନୋଯୋଗ କର।

Gade chapit la Kopi

ଓଡିଆ ବାଇବେଲ

6 ହେ ସଦାପ୍ରଭୁ, ମୋ’ ପ୍ରାର୍ଥନାରେ କର୍ଣ୍ଣପାତ କର ଓ ମୋ’ ନିବେଦନର ରବରେ ମନୋଯୋଗ କର।

Gade chapit la Kopi

ପବିତ୍ର ବାଇବଲ

6 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଶୁଣ। ହୃଦୟ ସହକାରେ ମୋର କରୁଣାମୟ ପ୍ରାର୍ଥନା ଶୁଣ।

Gade chapit la Kopi




ଗୀତସଂହିତା 86:6
5 Referans Kwoze  

ହେ ପ୍ରଭୋ, ମୋʼ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ।


ହେ ସଦାପ୍ରଭୋ, ନ୍ୟାୟବାଦ ଶୁଣ, ମୋʼ କାକୂକ୍ତିରେ ମନୋଯୋଗ କର; ନିଷ୍କପଟ ଓଷ୍ଠରୁ ନିର୍ଗତ ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର।


ହେ ପରମେଶ୍ୱର, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର; ମୋʼ ବିନତିରୁ ଆପଣାକୁ ଲୁଚାଅ ନାହିଁ।


ହେ ପ୍ରଭୋ, ବିନୟ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ଭୟ କରିବାକୁ ଆନନ୍ଦ କରନ୍ତି, ଏପରି ତୁମ୍ଭ ଦାସର ପ୍ରାର୍ଥନା ଓ ତୁମ୍ଭ ଦାସମାନଙ୍କ ପ୍ରାର୍ଥନା ପ୍ରତି ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ହେଉ; ଆଉ, ପ୍ରାର୍ଥନା କରୁଅଛି, ଆଜି ଆପଣା ଦାସର କାର୍ଯ୍ୟ ସିଦ୍ଧ କର, ପୁଣି ଏହି ବ୍ୟକ୍ତିର ଦୃଷ୍ଟିରେ ତାହାକୁ ଦୟାପ୍ରାପ୍ତ ହେବାକୁ ଦିଅ।” ଏସମୟରେ ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।


Swiv nou:

Piblisite


Piblisite