ଗୀତସଂହିତା 86:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହେ ପ୍ରଭୋ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ; କିଅବା ତୁମ୍ଭ କର୍ମ ତୁଲ୍ୟ ଆଉ କୌଣସି କର୍ମ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)8 ହେ ପ୍ରଭୋ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ; କିଅବା ତୁମ୍ଭ କର୍ମ ତୁଲ୍ୟ ଆଉ କୌଣସି କର୍ମ ନାହିଁ। Gade chapit laଓଡିଆ ବାଇବେଲ8 ହେ ପ୍ରଭୁ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ; କିଅବା ତୁମ୍ଭ କର୍ମ ତୁଲ୍ୟ ଆଉ କୌଣସି କର୍ମ ନାହିଁ। Gade chapit laପବିତ୍ର ବାଇବଲ8 ହେ ପରମେଶ୍ୱର, ଦେବଗଣଙ୍କ ମଧ୍ୟରେ ତୁମ୍ଭ ପରି ଆଉ କେହି ନାହିଁ। ତୁମ୍ଭେ ଯାହା କରିଛ କେହି ଏପରି କରି ପାରିବେ ନାହିଁ। Gade chapit la |
କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।
ଦେଖନ୍ତୁ, ମୁଁ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ନାମ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ଉଦ୍ୟତ ଅଛି, ତାହାଙ୍କ ସମ୍ମୁଖରେ ସୁଗନ୍ଧି ଧୂପ ଜ୍ୱଳାଇବା ପାଇଁ ଓ ନିତ୍ୟ ଦର୍ଶନୀୟ ରୁଟି ପାଇଁ, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ, ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିରୂପିତ ପର୍ବସବୁରେ ହୋମବଳି ନିମନ୍ତେ ତାହା ମୁଁ ପ୍ରତିଷ୍ଠା କରିବି। ଏହା ଇସ୍ରାଏଲ ପ୍ରତି ନିତ୍ୟ ଏକ ବିଧି ଅଟେ।