ଗୀତସଂହିତା 87:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; “ଏହି ଜଣ ସେଠାରେ ଜାତ ହେଲା।” Gade chapit laପବିତ୍ର ବାଇବଲ (Re-edited) - (BSI)4 ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା ଓ ସୋର ଓ କୂଶକୁ ଦେଖ; ଏହି ଜଣ ସେଠାରେ ଜାତ ହେଲା। Gade chapit laଓଡିଆ ବାଇବେଲ4 ମୋ’ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; ଏହି ଜଣ ସେଠାରେ ଜାତ ହେଲା। Gade chapit laପବିତ୍ର ବାଇବଲ4-6 ପରମେଶ୍ୱର ତାଙ୍କର ଲୋକମାନଙ୍କର ଏକ ତାଲିକା ରଖିଛନ୍ତି। “ସେ ଜାଣନ୍ତି ତାଙ୍କର ପ୍ରତ୍ୟେକ ଲୋକ କେଉଁଠାରେ ଜନ୍ମ ହୋଇଥିଲେ।” ସେହିମାନଙ୍କ ମଧ୍ୟରୁ ଯେଉଁମାନେ ତାଙ୍କର ସେବା କରନ୍ତି, ସେମାନେ ମିଶର ଓ ବାବିଲରେ ବାସ କରନ୍ତି। “ସେମାନଙ୍କ ମଧ୍ୟରୁ କେତେକ ପଲେଷ୍ଟୀୟରେ, ସୋରରେ ଓ ଇଥିଓପିଆରେ ବାସ କରନ୍ତି।” ଆଉ ସିୟୋନ ସେମାନଙ୍କର ସମସ୍ତ ନାମକୁ ଜାଣନ୍ତି ପ୍ରତ୍ୟେକ ସେଠାରେ ଜନ୍ମ ହୋଇଥିଲେ। ସେଲା Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।