ଗୀତସଂହିତା 87:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, “ଏଜଣ ସେଠାରେ ଜାତ ହେଲା” ବୋଲି ଗଣନା କରିବେ। [ସେଲା] Gade chapit laପବିତ୍ର ବାଇବଲ (Re-edited) - (BSI)6 ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, ଏଜଣ ସେଠାରେ ଜାତ ହେଲା ବୋଲି ଗଣନା କରିବେ। [ସେଲା Gade chapit laଓଡିଆ ବାଇବେଲ6 ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, “ଏଜଣ ସେଠାରେ ଜାତ ହେଲା ବୋଲି ଗଣନା କରିବେ।” [ସେଲା] Gade chapit la |
ପୁଣି, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।