Biblia Todo Logo
Bib sou entènèt

- Piblisite -




ଗୀତସଂହିତା 88:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୋʼ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ମୋʼ କାକୂକ୍ତିରେ କର୍ଣ୍ଣପାତ କର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମୋʼ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ମୋʼ କାକୁକ୍ତିରେ କର୍ଣ୍ଣପାତ କର;

Gade chapit la Kopi

ଓଡିଆ ବାଇବେଲ

2 ମୋ’ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ମୋ’ କାକୂକ୍ତିରେ କର୍ଣ୍ଣପାତ କର;

Gade chapit la Kopi

ପବିତ୍ର ବାଇବଲ

2 ମୋର ପ୍ରାର୍ଥନା ପ୍ରତି ଟିକେ ଧ୍ୟାନ ଦିଅ। ମୋ’ ପ୍ରତି ଦୟାକରି, ମୋର ପ୍ରାର୍ଥନାରେ କର୍ଣ୍ଣପାତ କର।

Gade chapit la Kopi




ଗୀତସଂହିତା 88:2
8 Referans Kwoze  

ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋʼ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ।


ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ୱର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି।


ବନ୍ଦୀର ହାହାକାର ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ତୁମ୍ଭ ପରାକ୍ରମର ମହତ୍ତ୍ୱାନୁସାରେ ମରଣାର୍ଥେ ନିରୂପିତ ଲୋକମାନଙ୍କୁ ରକ୍ଷା କର।


କେହି ଆପଣା ପ୍ରତିବାସୀ ବିରୁଦ୍ଧରେ ପାପ କଲେ ଯେବେ ତାହାକୁ ଶପଥ କରାଇବା ପାଇଁ କୌଣସି ଶପଥ; ନିରୂପିତ ହୁଏ ଓ ସେ ଆସି ଏହି ଗୃହସ୍ଥିତ ତୁମ୍ଭ ଯଜ୍ଞବେଦି ସମ୍ମୁଖରେ ଶପଥ କରେ,


ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍‍, ତୁମ୍ଭେ ପବିତ୍ର ଅଟ।


ହେ ପ୍ରଭୋ, ମୋʼ ପ୍ରତି ଦୟାଳୁ ହୁଅ; କାରଣ ମୁଁ ସାରାଦିନ ତୁମ୍ଭ ନିକଟରେ ଡାକ ପକାଏ।


ମୁଁ ଅରୁଣୋଦୟ ପୂର୍ବେ ଆର୍ତ୍ତନାଦ କଲି; ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଲି।


Swiv nou:

Piblisite


Piblisite