ଗୀତସଂହିତା 89:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ୱସ୍ତତା ସମସ୍ତ ପିଢ଼ି ପ୍ରତି ପ୍ରକାଶ କରିବି। Gade chapit laପବିତ୍ର ବାଇବଲ (Re-edited) - (BSI)1 ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ଵସ୍ତତା ପୁରୁଷ-ପରମ୍ପରା ପ୍ରତି ପ୍ରକାଶ କରିବି। Gade chapit laଓଡିଆ ବାଇବେଲ1 ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ୱସ୍ତତା ସମସ୍ତ ପିଢ଼ି ପ୍ରତି ପ୍ରକାଶ କରିବି। Gade chapit laପବିତ୍ର ବାଇବଲ1 ସଦାପ୍ରଭୁ, ମୁଁ ଚିରଦିନ ତୁମ୍ଭର ଦୟା ବିଷୟରେ ଗାନ କରିବି। ମୋ’ ମୁଖରେ, ମୁଁ ତୁମ୍ଭର ବିଶ୍ୱସ୍ତତା ବିଷୟରେ ବଂଶାନୁକ୍ରମ ପର୍ଯ୍ୟନ୍ତ ଗାଉଥିବି। Gade chapit la |