ଗୀତସଂହିତା 89:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ଦୟା ସଦାକାଳ ଗଢ଼ାଯିବ ବୋଲି ମୁଁ କହିଅଛି; “ତୁମ୍ଭେ ଆପଣା ବିଶ୍ୱସ୍ତତା ସ୍ୱର୍ଗରେ ହିଁ ସ୍ଥାପନ କରିବ।” Gade chapit laପବିତ୍ର ବାଇବଲ (Re-edited) - (BSI)2 କାରଣ ଦୟା ସଦାକାଳ ଗଢ଼ାଯିବ ବୋଲି ମୁଁ କହିଅଛି; ତୁମ୍ଭେ ଆପଣା ବିଶ୍ଵସ୍ତତା ସ୍ଵର୍ଗରେ ହିଁ ସ୍ଥାପନ କରିବ। Gade chapit laଓଡିଆ ବାଇବେଲ2 କାରଣ ଦୟା ସଦାକାଳ ଗଢ଼ାଯିବ ବୋଲି ମୁଁ କହିଅଛି; “ତୁମ୍ଭେ ଆପଣା ବିଶ୍ୱସ୍ତତା ସ୍ୱର୍ଗରେ ହିଁ ସ୍ଥାପନ କରିବ।” Gade chapit laପବିତ୍ର ବାଇବଲ2 ମୁଁ କହିଲି, “ତୁମ୍ଭର ଦୟା ଚିରଦିନ ନିର୍ମାଣ ହୋଇଅଛି। ତୁମ୍ଭର ବିଶ୍ୱସ୍ତତା ସ୍ୱର୍ଗରେ ସ୍ଥାପନ କରାଯିବ।” Gade chapit la |
ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।