ଗୀତସଂହିତା 89:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ହେ ସଦାପ୍ରଭୋ, ସ୍ୱର୍ଗ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ପ୍ରଶଂସା କରିବ, ମଧ୍ୟ ପବିତ୍ରଗଣର ସମାଜରେ ତୁମ୍ଭ ବିଶ୍ୱସ୍ତତାର ପ୍ରଶଂସା କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)5 ହେ ସଦାପ୍ରଭୋ, ସ୍ଵର୍ଗ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ପ୍ରଶଂସା କରିବ, ମଧ୍ୟ ପବିତ୍ରଗଣର ସମାଜରେ ତୁମ୍ଭ ବିଶ୍ଵସ୍ତତାର ପ୍ରଶଂସା କରିବ। Gade chapit laଓଡିଆ ବାଇବେଲ5 ହେ ସଦାପ୍ରଭୁ, ସ୍ୱର୍ଗ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ପ୍ରଶଂସା କରିବ, ମଧ୍ୟ ପବିତ୍ରଗଣର ସମାଜରେ ତୁମ୍ଭ ବିଶ୍ୱସ୍ତତାର ପ୍ରଶଂସା କରିବ। Gade chapit laପବିତ୍ର ବାଇବଲ5 ହେ ସଦାପ୍ରଭୁ, ସ୍ୱର୍ଗ ତୁମ୍ଭର ଆଶ୍ଚର୍ଯ୍ୟ କର୍ମମାନର ପ୍ରଶଂସା କରୁଛି। ପବିତ୍ରଗଣର ସମାନ ତୁମ୍ଭ ବିଶ୍ୱସ୍ତତାରେ ପ୍ରଶଂସା କରେ। Gade chapit la |
ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।