ଗୀତସଂହିତା 89:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ? ତୁମ୍ଭ ବିଶ୍ୱସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ। Gade chapit laପବିତ୍ର ବାଇବଲ (Re-edited) - (BSI)8 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ହେ ଯାଃ, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ? ତୁମ୍ଭ ବିଶ୍ଵସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ। Gade chapit laଓଡିଆ ବାଇବେଲ8 ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ ? ତୁମ୍ଭ ବିଶ୍ୱସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ। Gade chapit laପବିତ୍ର ବାଇବଲ8 ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ପରି କେହି ନାହିଁ। ସଦାପ୍ରଭୁ ତୁମ୍ଭେ ସର୍ବଶକ୍ତିମାନ ଅଟ ଓ ଆମ୍ଭେ ତୁମ୍ଭ ଉପରେ ସମ୍ପୂର୍ଣ୍ଣ ବିଶ୍ୱାସ କରି ପାରିବୁ। Gade chapit la |