ଗୀତସଂହିତା 9:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)12 କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ବିସ୍ମୃତ ହୁଅନ୍ତି ନାହିଁ। Gade chapit laଓଡିଆ ବାଇବେଲ12 କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ। Gade chapit laପବିତ୍ର ବାଇବଲ12 ସଦାପ୍ରଭୁ ତାଙ୍କ ନିକଟକୁ ସାହାଯ୍ୟ ପାଇଁ ଯାଇଥିବା ଲୋକମାନଙ୍କୁ ମନେ ରଖନ୍ତି। ସେହି ଗରିବ ଲୋକମାନେ ସାହାଯ୍ୟ ପାଇଁ ଆକୁଳ ନିବେଦନ କରନ୍ତି ଓ ସଦାପ୍ରଭୁ ସେମାନଙ୍କ କଥା ଭୁଲି ପାରନ୍ତି ନାହିଁ। Gade chapit la |