ଗୀତସଂହିତା 9:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)15 ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି। Gade chapit laଓଡିଆ ବାଇବେଲ15 ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି। Gade chapit laପବିତ୍ର ବାଇବଲ15 ଅନ୍ୟ ରାଜ୍ୟର ସେହି ଲୋକମାନେ ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଗାଡ଼ ଖୋଳନ୍ତି ଓ ଯନ୍ତା ବସାନ୍ତି। କିନ୍ତୁ ସେମାନେ ନିଜେ ବସାଇ ଥିବା ଯନ୍ତାରେ ପଡ଼ନ୍ତି। ସେହି ଲୋକମାନେ ଅନ୍ୟକୁ ଧରିବା ପାଇଁ ଫାଶ ବସାଇ ଥା’ନ୍ତି, କିନ୍ତୁ ଶେଷରେ ସେମାନେ ନିଜେ ସେହି ଜାଲରେ ଧରାପଡ଼ନ୍ତି। Gade chapit la |