Biblia Todo Logo
Bib sou entènèt

- Piblisite -




ଗୀତସଂହିତା 9:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ।

Gade chapit la Kopi

ଓଡିଆ ବାଇବେଲ

18 କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ।

Gade chapit la Kopi

ପବିତ୍ର ବାଇବଲ

18 ବେଳେବେଳେ ଏହା ଜଣାପଡ଼େ ଯେ ପରମେଶ୍ୱର ବିପଦରେ ପଡ଼ିଥିବା ଲୋକମାନଙ୍କୁ ଭୁଲି ଯାଆନ୍ତି। ଏହାର ଅର୍ଥ ନୁହେଁ ଯେ ସେହି ଗରିବ ବ୍ୟକ୍ତିମାନଙ୍କର କୌଣସି ଆଶା ନ ଥାଏ। କିନ୍ତୁ ପରମେଶ୍ୱର ସର୍ବଦା ସେମାନଙ୍କୁ ଭୁଲନ୍ତି ନାହିଁ।

Gade chapit la Kopi




ଗୀତସଂହିତା 9:18
15 Referans Kwoze  

ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।”


କାରଣ ପୁରସ୍କାର ନିତାନ୍ତ ଅଛି ଓ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ।


ଜ୍ଞାନ ତୁମ୍ଭ ପ୍ରାଣ ପ୍ରତି ସେହି ପ୍ରକାର ବୋଲି ତୁମ୍ଭେ ଜାଣିବ; ତୁମ୍ଭେ ତାହା ପାଇଲେ, ପୁରସ୍କାର ଥିବାରୁ ତୁମ୍ଭର ଭରସା ଉଚ୍ଛିନ୍ନ ହେବ ନାହିଁ।


ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?


ସଦାପ୍ରଭୁ ଆପଣାର ଉଚ୍ଚ ଧର୍ମଧାମରୁ ଦୃଷ୍ଟିପାତ କରିଅଛନ୍ତି; ସେ ସ୍ୱର୍ଗରୁ ପୃଥିବୀକୁ ଅବଲୋକନ କଲେ;


ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, “ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କର।


ସେ କ୍ଷୁଧିତମାନଙ୍କୁ ଉତ୍ତମ ଉତ୍ତମ ଦ୍ରବ୍ୟରେ ତୃପ୍ତ କରିଅଛନ୍ତି, ଧନୀମାନଙ୍କୁ ଶୂନ୍ୟ ହସ୍ତରେ ବିଦାୟ କରିଅଛନ୍ତି।


କାରଣ ସେ ଦୀନହୀନକୁ ତାହାର ପ୍ରାଣର ବିଚାରକାରୀମାନଙ୍କଠାରୁ ତ୍ରାଣ କରିବା ନିମନ୍ତେ ତାହାର ଡାହାଣରେ ଠିଆ ହେବେ।


ସେ ଦୀନହୀନମାନଙ୍କ ପ୍ରାର୍ଥନାରେ ମନୋଯୋଗ କରିଅଛନ୍ତି ଓ ସେ ସେମାନଙ୍କ ପ୍ରାର୍ଥନା ତୁଚ୍ଛ କରି ନାହାନ୍ତି।


ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକୁ ଚୂର୍ଣ୍ଣ କରିବେ।


କାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ହିଁ ମୋହର ଭରସା; ମୋʼ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ୱାସଭୂମି।


କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ।


“ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, ଉଦ୍ଧାର କରିବାକୁ କେହି ନ ଥିବ।


ହେ ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ହତ୍ୟାକାରୀ ଲୋକମାନେ, ତୁମ୍ଭେମାନେ ମୋʼ ନିକଟରୁ ଦୂର ହୁଅ।


Swiv nou:

Piblisite


Piblisite