ଗୀତସଂହିତା 9:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ହେ ସଦାପ୍ରଭୋ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ। Gade chapit laପବିତ୍ର ବାଇବଲ (Re-edited) - (BSI)19 ହେ ସଦାପ୍ରଭୋ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ। Gade chapit laଓଡିଆ ବାଇବେଲ19 ହେ ସଦାପ୍ରଭୁ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ। Gade chapit laପବିତ୍ର ବାଇବଲ19 ହେ ସଦାପ୍ରଭୁ, ତୁମ୍ଭେ ଜାଗ୍ରତ ହୁଅ। ସେହି ଜାତିମାନଙ୍କୁ ନ୍ୟାୟ ପ୍ରଦାନ କର। ଲୋକମାନଙ୍କୁ ଭାବିବାକୁ ସୁଯୋଗ ଦିଅ ନାହିଁ ଯେ, ସେମାନେ ଶକ୍ତିଶାଳୀ ଅଟନ୍ତି। Gade chapit la |
ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।
ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୋ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”